1 ବଂଶାବଳୀ 16:25 - ପବିତ୍ର ବାଇବଲ25 ସଦାପ୍ରଭୁ ଅତ୍ୟନ୍ତ ମହାନ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ୟ ଅଟନ୍ତି। ଅନ୍ୟ ସବୁ “ଦେବତାଗଣଙ୍କ” ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। Viz kapitolaଓଡିଆ ବାଇବେଲ25 କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। Viz kapitola |