Online Bible

- Reklamy -




1 ବଂଶାବଳୀ 16:26 - ପବିତ୍ର ବାଇବଲ

26 କାରଣ ପୃଥିବୀର ସମସ୍ତ “ଦେବତାଗଣ” କେବଳ ମୂଲ୍ୟହୀନ ପ୍ରତିମାସକଳ ଅଟନ୍ତି। କିନ୍ତୁ ସଦାପ୍ରଭୁ ଆକାଶକୁ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 କାରଣ ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ଅବସ୍ତୁମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା।

Viz kapitola kopírovat

ଓଡିଆ ବାଇବେଲ

26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।

Viz kapitola kopírovat




1 ବଂଶାବଳୀ 16:26

Následuj nás:

Reklamy


Reklamy