1 ବଂଶାବଳୀ 16:31 - ପବିତ୍ର ବାଇବଲ31 ପୃଥିବୀ ଓ ଆକାଶ ଆନନ୍ଦିତ ହୁଅନ୍ତୁ। ସର୍ବତ୍ର ଲୋକମାନେ ଏହା କୁହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି। Viz kapitolaଓଡିଆ ବାଇବେଲ31 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।” Viz kapitola |