1 ବଂଶାବଳୀ 16:40 - ପବିତ୍ର ବାଇବଲ40 ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ସାଦୋକ୍ ଓ ଅନ୍ୟ ଯାଜକମାନେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରୁଥିଲେ। ସଦାପ୍ରଭୁ ଇସ୍ରାଏଲକୁ ଦେଇଥିବା ସଦାପ୍ରଭୁଙ୍କ ନିୟମରେ ଲିଖିତ ବିଧିକୁ ପାଳନ କରି ସେମାନେ ଏହିପରି କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ସାଦୋକ୍ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ; Viz kapitolaଓଡିଆ ବାଇବେଲ40 ସାଦୋକ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ; Viz kapitola |