Online Bible

- Reklamy -




1 ବଂଶାବଳୀ 16:42 - ପବିତ୍ର ବାଇବଲ

42 ହେମନ୍ ଓ ଯିଦୂଥୂନ୍ ସେମାନଙ୍କ ସହିତ ଥିଲେ। ତୂରୀ ଓ ଗିନି ବଜାଇବା ସେମାନଙ୍କର କାର୍ଯ୍ୟ ଥିଲା। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସଂଗୀତମାନ ଗାନ କରାଯିବା ସମୟରେ ସେମାନେ ଅନ୍ୟାନ୍ୟ ବାଦ୍ୟ ମଧ୍ୟ ବଜାଉଥିଲେ। ଯିଦୂଥୂ‌ନଙ୍କ ପୁତ୍ରମାନେ ଦ୍ୱାର ଜଗି ରହୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଆଉ ହେମନ୍ ଓ ଯିଦୂଥୂନ୍ ତୂରୀ ଓ କରତାଳ ଓ ପରମେଶ୍ଵରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ଵନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ଵାରପାଳ ହେଲେ।

Viz kapitola kopírovat

ଓଡିଆ ବାଇବେଲ

42 ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।

Viz kapitola kopírovat




1 ବଂଶାବଳୀ 16:42

Následuj nás:

Reklamy


Reklamy