1 ବଂଶାବଳୀ 16:43 - ପବିତ୍ର ବାଇବଲ43 ଉତ୍ସବ ଶେଷ ହେଲା ପରେ, ସବୁ ଲୋକମାନେ ଫେରିଗଲେ। ପ୍ରତ୍ୟେକ ଲୋକ ନିଜ ଗୃହକୁ ଫେରିଗଲେ। ଏବଂ ଦାଉଦ ମଧ୍ୟ ନିଜ ପରିବାରକୁ ଆଶୀର୍ବାଦ କରିବା ନିମନ୍ତେ ଗୃହକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। Viz kapitolaଓଡିଆ ବାଇବେଲ43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। Viz kapitola |