Online Bible

- Reklamy -




1 ବଂଶାବଳୀ 17:1 - ପବିତ୍ର ବାଇବଲ

1 ଦାଉଦ ନିଜ ଗୃହକୁ ଫେରିଯିବା ପରେ, ନାଥନ୍ ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଦେବଦାରୁ କାଠରେ ନିର୍ମିତ ଗୃହରେ ବାସ କରୁଅଛି, କିନ୍ତୁ ନିୟମସିନ୍ଦୁକ ଏକ ତମ୍ବୁ ମଧ୍ୟରେ ରହିଅଛି। ମୁଁ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହୁଁଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍- ବକ୍ତାଙ୍କୁ କହିଲେ, ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”

Viz kapitola kopírovat




1 ବଂଶାବଳୀ 17:1

Následuj nás:

Reklamy


Reklamy