Online Bible

- Reklamy -




1 ବଂଶାବଳୀ 17:10 - ପବିତ୍ର ବାଇବଲ

10 ସେହି ଅମଙ୍ଗଳର ଘଟଣାସବୁ ଘଟିଲା, କିନ୍ତୁ ଆମ୍ଭର ଲୋକ ଇସ୍ରାଏଲର ଯତ୍ନ ନେବା ନିମନ୍ତେ ଆମ୍ଭେ ନେତାମାନଙ୍କୁ ମନୋନୀତ କଲୁ। ଏବଂ ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଗଣକୁ ମଧ୍ୟ ପରାଜିତ କରିବା। “‘ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।

Viz kapitola kopírovat

ଓଡିଆ ବାଇବେଲ

10 ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେ ସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।

Viz kapitola kopírovat




1 ବଂଶାବଳୀ 17:10

Následuj nás:

Reklamy


Reklamy