1 ବଂଶାବଳୀ 17:17 - ପବିତ୍ର ବାଇବଲ17 ସର୍ବୋପରି, ଭବିଷ୍ୟତରେ ମୋ’ ପରିବାର ପ୍ରତି କ’ଣ ଘଟିବ, ତାହା ମଧ୍ୟ ତୁମ୍ଭେ ମୋତେ ଜାଣିବାକୁ ଦେଲ। ସତେ ଯେପରି ମୁଁ ଜଣେ ଅତି ମହାନ ବ୍ୟକ୍ତି ଅଟେ, ତୁମ୍ଭେ ମୋ’ ପ୍ରତି ସେ ପ୍ରକାର ବ୍ୟବହାର କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତଥାପି ହେ ପରମେଶ୍ଵର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ଵର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ। Viz kapitolaଓଡିଆ ବାଇବେଲ17 ତଥାପି ହେ ପରମେଶ୍ୱର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ। Viz kapitola |