1 ବଂଶାବଳୀ 17:18 - ପବିତ୍ର ବାଇବଲ18 ମୁଁ ଆଉ ଅଧିକ କ’ଣ ବା କହିବି? ତୁମ୍ଭେ ମୋ’ ନିମନ୍ତେ ବହୁତ ମହାନ କାର୍ଯ୍ୟମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କେବଳ ତୁମ୍ଭର ଜଣେ ଦାସ ମାତ୍ର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ। Viz kapitolaଓଡିଆ ବାଇବେଲ18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ। Viz kapitola |