1 ବଂଶାବଳୀ 17:2 - ପବିତ୍ର ବାଇବଲ2 ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ୱର ତୁମ୍ଭ ସହିତରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ନାଥନ ଦାଉଦଙ୍କୁ କହିଲେ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି। Viz kapitolaଓଡିଆ ବାଇବେଲ2 ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।” Viz kapitola |