1 ବଂଶାବଳୀ 17:20 - ପବିତ୍ର ବାଇବଲ20 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ଆଉ କୌଣସି ପରମେଶ୍ୱର ନାହାନ୍ତି। ଆଉ କୌଣସି ଦେବାଦେବୀ ଏପରି ମହତ୍ କର୍ମମାନ କରିବା ଆମ୍ଭେମାନେ କେବେ ଶୁଣି ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ହେ ସଦାପ୍ରଭୋ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ। Viz kapitolaଓଡିଆ ବାଇବେଲ20 ହେ ସଦାପ୍ରଭୁ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitola |