1 ବଂଶାବଳୀ 17:22 - ପବିତ୍ର ବାଇବଲ22 ତୁମ୍ଭେ ଚିରକାଳ ନିମନ୍ତେ ଇସ୍ରାଏଲକୁ ଆପଣାର ଲୋକ କରିନେଲ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହେଲ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନ; କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ ! ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ। Viz kapitolaଓଡିଆ ବାଇବେଲ22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତ କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୁ ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। Viz kapitola |