1 ବଂଶାବଳୀ 17:23 - ପବିତ୍ର ବାଇବଲ23 “ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିକଟରେ ଓ ମୋର ପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସେହି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏବେ ହେ ସଦାପ୍ରଭୋ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନ; କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। Viz kapitolaଓଡିଆ ବାଇବେଲ23 ଏବେ ହେ ସଦାପ୍ରଭୁ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। Viz kapitola |