Online Bible

- Reklamy -




1 ବଂଶାବଳୀ 17:24 - ପବିତ୍ର ବାଇବଲ

24 ଲୋକମାନେ ଯେପରି ଚିରକାଳ ତୁମ୍ଭ ନାମକୁ ଭକ୍ତି କରିବେ, ଏଥିନିମନ୍ତେ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତେବେ ଲୋକମାନେ ଏହା କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।’ ମୁଁ ତୁମ୍ଭର ଦାସ ଅଟେ, ଦୟାକରି ମୋର ପରିବାରକୁ ସଦାସର୍ବଦା ତୁମ୍ଭର ସେବା କରିବା ନିମନ୍ତେ ବଳିଷ୍ଠ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ସେ ଇସ୍ରାଏଲର ସପକ୍ଷ ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ଵାରା ତୁମ୍ଭର ନାମ ଅନ; କାଳ ସ୍ଥିରୀକୃତ ଓ ମହତ ହେଉ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତ କାଳ ସ୍ଥିରୀକୃତ ଓ ମହତ୍‍ ହେଉ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତକାଳ ସ୍ଥିରୀକୃତ ଓ ମହତ୍ ହେଉ।

Viz kapitola kopírovat




1 ବଂଶାବଳୀ 17:24

Následuj nás:

Reklamy


Reklamy