Online Bible

- Reklamy -




1 ବଂଶାବଳୀ 17:25 - ପବିତ୍ର ବାଇବଲ

25 “ହେ ମୋର ସଦାପ୍ରଭୁ, ମୁଁ ତୁମ୍ଭର ଦାସ, ମୋତେ ତୁମ୍ଭେ ପରିଷ୍କାର ଭାବରେ କହିଲ। ତୁମ୍ଭେ କହିଲ ଯେ, ତୁମ୍ଭେ ମୋ’ ପାଇଁ ଏକ ଗୃହ ନିର୍ମାଣ କରିବ, ଏଥିପାଇଁ ତୁମ୍ଭ ଆଗରେ ପ୍ରାର୍ଥନା କରିବା ପାଇଁ ମୁଁ ସାହସ ପାଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କାରଣ ହେ ମୋହର ପରମେଶ୍ଵର ! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଲା।

Viz kapitola kopírovat

ଓଡିଆ ବାଇବେଲ

25 କାରଣ, ହେ ମୋହର ପରମେଶ୍ୱର ! ତୁମ୍ଭେ ମୋ’ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।

Viz kapitola kopírovat




1 ବଂଶାବଳୀ 17:25

Následuj nás:

Reklamy


Reklamy