1 ବଂଶାବଳୀ 17:27 - ପବିତ୍ର ବାଇବଲ27 ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ ହେ ସଦାପ୍ରଭୋଣ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନ; କାଳ ଆଶୀର୍ବାଦଯୁକ୍ତ ଅଟେ। Viz kapitolaଓଡିଆ ବାଇବେଲ27 ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୁ ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।” Viz kapitola |