1 ବଂଶାବଳୀ 17:3 - ପବିତ୍ର ବାଇବଲ3 କିନ୍ତୁ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟକୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ଵରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Viz kapitolaଓଡିଆ ବାଇବେଲ3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Viz kapitola |