1 ବଂଶାବଳୀ 17:5 - ପବିତ୍ର ବାଇବଲ5-6 ଇସ୍ରାଏଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମ୍ଭେ ଗୃହ ମଧ୍ୟରେ ‘ବାସ କରି ନାହୁଁ। ମୁଁ ତମ୍ବୁ ମଧ୍ୟରେ ରହୁଅଛି। ମୁଁ ଇସ୍ରାଏଲ ନିମନ୍ତେ ନେତା ମନୋନୀତ କରିଥିଲି ସେମାନେ ମେଷପାଳକ ତୁଲ୍ୟ ଥିଲେ। ଆମ୍ଭେ ଇସ୍ରାଏଲୀୟମାନଙ୍କ ସହିତ ଗଲା ସମୟରେ କେବେହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ: ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦେବଦାରୁ କାଠରେ ଗୃହ ନିର୍ମାଣ କରି ନାହଁ? Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ଵୁରୁ ସେ ତମ୍ଵୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ। Viz kapitolaଓଡିଆ ବାଇବେଲ5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ। Viz kapitola |