1 ବଂଶାବଳୀ 17:7 - ପବିତ୍ର ବାଇବଲ7 “ବର୍ତ୍ତମାନ, ଏହିସବୁ ବିଷୟ ମୋର ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ୟରୁ ଓ ମେଷ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇସ୍ରାଏଲ ଉପରେ ରାଜା କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ। Viz kapitolaଓଡିଆ ବାଇବେଲ7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ। Viz kapitola |