1 ବଂଶାବଳୀ 17:8 - ପବିତ୍ର ବାଇବଲ8 ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ୟାତ ଲୋକଙ୍କ ମଧ୍ୟରେ ଜଣେ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। Viz kapitolaଓଡିଆ ବାଇବେଲ8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। Viz kapitola |