1 ବଂଶାବଳୀ 18:2 - ପବିତ୍ର ବାଇବଲ2 ଏହା ପରେ ଦାଉଦ ମୋୟାବ ଦେଶକୁ ପରାସ୍ତ କଲେ। ମୋୟାବୀୟ ଲୋକମାନେ ଦାଉଦଙ୍କ ଦାସ ହେଲେ। ସେମାନେ ଦାଉଦଙ୍କୁ ରାଜଦେୟ ଅର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ। Viz kapitolaଓଡିଆ ବାଇବେଲ2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। Viz kapitola |