1 ବଂଶାବଳୀ 18:5 - ପବିତ୍ର ବାଇବଲ5 ଅରାମୀୟ ଲୋକମାନେ ଦମ୍ମେଶକରୁ ହଦରେଷରଙ୍କୁ ସାହାଯ୍ୟ କରିବାକୁ ଆସିଲେ। ମାତ୍ର ସେହି ଅରାମୀୟର 22,000 ସୈନ୍ୟଙ୍କୁ ଦାଉଦ ମାରି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ। Viz kapitolaଓଡିଆ ବାଇବେଲ5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ। Viz kapitola |