1 ବଂଶାବଳୀ 19:10 - ପବିତ୍ର ବାଇବଲ10 ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ୟଦଳ ପ୍ରସ୍ତୁତ ହୋଇଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତରେ ଅଛନ୍ତି। ତେଣୁ ଯୋୟାବ ଇସ୍ରାଏଲର କେତେଜଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସେମାନଙ୍କୁ ଅରାମର ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaଓଡିଆ ବାଇବେଲ10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitola |