1 ବଂଶାବଳୀ 19:5 - ପବିତ୍ର ବାଇବଲ5 ଦାଉଦଙ୍କର ଦାସମାନେ ଗୃହକୁ ଫେରିଯିବା ନିମନ୍ତେ ଅତ୍ୟନ୍ତ ଲଜ୍ଜାବୋଧ କଲେ। କେତେକ ଲୋକ ଦାଉଦଙ୍କ ନିକଟକୁ ଗଲେ ଓ ତାଙ୍କ ଲୋକମାନଙ୍କ ପ୍ରତି କ’ଣ ଘଟିଛି, ତାହା ତାଙ୍କୁ ଜଣାଇଲେ। ତେଣୁ ଦାଉଦ ତାଙ୍କର ଲୋକମାନଙ୍କ ନିକଟକୁ ଏହି ବାର୍ତ୍ତା ପଠାଇ କହିଲେ, “ତୁମ୍ଭର ଦାଢ଼ି ଆଉ ଥରେ ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ସହରରେ ରୁହ। ଏହା ପରେ ତୁମ୍ଭେ ଗୃହକୁ ଫେରି ଆସିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେନ୍ତକାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ। Viz kapitolaଓଡିଆ ବାଇବେଲ5 ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।” Viz kapitola |