Online Bible

- Reklamy -




1 ବଂଶାବଳୀ 19:6 - ପବିତ୍ର ବାଇବଲ

6 ଅମ୍ମୋନୀୟ ଲୋକମାନେ ଦେଖିଲେ ଯେ, ସେମାନେ ନିଜକୁ ଦାଉଦଙ୍କର ଅତ୍ୟନ୍ତ ଘୃଣ୍ୟ ଶତ୍ରୁ କରିଅଛନ୍ତି। ଏହା ପରେ ହାନୂନ୍ ଓ ଅମ୍ମୋନୀୟ ଏକ ସହସ୍ର ତାଳନ୍ତ ରୂପା ଦେଇ ମେସୋପଟେମିୟାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଗ୍ଭଳକମାନଙ୍କୁ କିଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ମେସୋପଟାମିଆ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ଵାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳ; ରୂପା ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍‍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍‍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍‍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍‍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।

Viz kapitola kopírovat




1 ବଂଶାବଳୀ 19:6

Následuj nás:

Reklamy


Reklamy