Online Bible

- Reklamy -




1 ବଂଶାବଳୀ 2:10 - ପବିତ୍ର ବାଇବଲ

10 ରାମ୍ ଅମ୍ମୀନାଦବଙ୍କର ପିତା ଥିଲେ ଓ ଅମ୍ମୀନାଦବ ଯିହୁଦାର ପରିବାରବର୍ଗର ମୁଖ୍ୟ ନହଶୋନଙ୍କର ପିତା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି ଅମ୍ମୀନାଦବ୍ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍‌କୁ ଜାତ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।

Viz kapitola kopírovat




1 ବଂଶାବଳୀ 2:10

Následuj nás:

Reklamy


Reklamy