1 ବଂଶାବଳୀ 2:24 - ପବିତ୍ର ବାଇବଲ24 ହିଷ୍ରୋଣ ମୃତ୍ୟୁବରଣ କଲାପରେ, କାଲେବଙ୍କର ସ୍ତ୍ରୀ ଇଫ୍ରାଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀର ନାମ ଅବିୟାହ) ସେହି ପୁତ୍ରର ନାମ ଦିଆଗଲା ଅସ୍ହୂର। ଅସ୍ହୂର ତକୋୟ ସହର ପ୍ରତିଷ୍ଠା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। Viz kapitolaଓଡିଆ ବାଇବେଲ24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। Viz kapitola |