1 ବଂଶାବଳୀ 2:35 - ପବିତ୍ର ବାଇବଲ35 ଶେଶନ୍ ନିଜ ଝିଅକୁ ଯାର୍ହା ସହିତ ବିବାହ ଦେଲେ। ସେମାନଙ୍କର ପୁତ୍ରଟିଏ ଜନ୍ମ ହେଲା। ତାହାର ନାମ ଥିଲା: ଅତ୍ତୟ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରରେ ଅତ୍ତୟକୁ ଯାତ କଲା। Viz kapitolaଓଡିଆ ବାଇବେଲ35 ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା। Viz kapitola |