1 ବଂଶାବଳୀ 2:53 - ପବିତ୍ର ବାଇବଲ53 କିରିୟତ୍-ଯିୟାରୀମ ପରିବାର ବର୍ଗମାନେ ଥିଲେ, ଯିତ୍ରୀୟ, ପୁଥୀୟ, ଶୂମାଥୀୟ ଓ ମିଶ୍ରାୟୀୟ। ସରାୟୀୟ ଓ ଇଷ୍ଟାୟୋଲୀୟଗଣ ମିଶ୍ରାୟୀୟରୁ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)53 ଆଉ କିରୀୟତ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ ଓ ପୂଥୀୟ ଓ ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ। Viz kapitolaଓଡିଆ ବାଇବେଲ53 ଆଉ କିରୀୟଥ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ଆଉ କିରୀୟଥ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ। Viz kapitola |