1 ବଂଶାବଳୀ 2:55 - ପବିତ୍ର ବାଇବଲ55 ଏବଂ ଯାବେସ୍ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିୟାଥୀୟ, ଶିମିୟଥୀୟ ଓ ସୁଖାଥୀୟ ଥିଲେ। ଏହି କୀନୀୟ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ-ରେଖାବର ପ୍ରତିଷ୍ଠାତା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)55 ଆଉ ଯାବେସ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତଠାରୁ ଉତ୍ପନ୍ନ କୀନୀୟ ଲୋକ। Viz kapitolaଓଡିଆ ବାଇବେଲ55 ଆଉ ଯାବେଷ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍ଠାରୁ ଉତ୍ପନ୍ନ କେନୀୟ ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ଆଉ ଯାବେଷ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍ଠାରୁ ଉତ୍ପନ୍ନ କେନୀୟ ଲୋକ। Viz kapitola |