1 ବଂଶାବଳୀ 20:2 - ପବିତ୍ର ବାଇବଲ2 ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ସେହି ସୁବର୍ଣ୍ଣ ମୁକୁଟର ଓଜନ ଥିଲା ଏକ ତାଳନ୍ତ। ସେହି ମୁକୁଟରେ ଅତି ମୂଲ୍ୟବାନ ପଥରସବୁ ଲାଗିଥିଲା। ଦାଉଦଙ୍କ ମସ୍ତକରେ ସେହି ମୁକୁଟ ପିନ୍ଧାଗଲା। ଏହା ପରେ ଦାଉଦ ରବ୍ବା ନଗରୀରୁ ମିଳିଥିବା ଅନେକ ମୂଲ୍ୟବାନ ବସ୍ତୁ ପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ିନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳ; ପରିମିତ ସ୍ଵର୍ଣ୍ଣ ଓ ତହିଁର ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ। Viz kapitolaଓଡିଆ ବାଇବେଲ2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟ ଦ୍ରବ୍ୟ ବାହାର କରି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ। Viz kapitola |