1 ବଂଶାବଳୀ 20:5 - ପବିତ୍ର ବାଇବଲ5 ଆଉ ଏକ ସମୟରେ ଇସ୍ରାଏଲର ଲୋକମାନେ ପଲେଷ୍ଟୀୟ ଲୋକମାନଙ୍କ ସହିତ ଆଉଥରେ ଯୁଦ୍ଧ କଲେ। ଯାୟୀରଙ୍କ ପୁତ୍ର ଇଲହାନନ୍ ଲହମି କି ବଧ କଲେ। ଲହମି ଗଲିୟାତର ଭ୍ରାତା ଥିଲେ। ଗଲିୟାତ ଗାଥ୍ ସହରବାସୀ ଥିଲେ। ଲହମିଙ୍କ ବର୍ଚ୍ଛା ବହୁତ ବଡ଼ ଓ ଭାରୀ ଥିଲା। ତାହା ଗୋଟିଏ ଲୁଗାତନ୍ତ ଉପରେ ଲାଗିଥିବା ବିରାଟ ଖମ୍ବ ସଦୃଶ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକି ବଧ କଲା। Viz kapitolaଓଡିଆ ବାଇବେଲ5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା। Viz kapitola |