Online Bible

- Reklamy -




1 ବଂଶାବଳୀ 21:20 - ପବିତ୍ର ବାଇବଲ

20 ଅରଣନ୍ ଗହମ ଦଳୁଥିଲେ। ଅରଣନ୍ ବୁଲି ପଡ଼ିଲେ ଓ ସ୍ୱର୍ଗଦୂତଙ୍କୁ ଦେଖିଲେ। ଅରଣ‌ନଙ୍କ ଗ୍ଭରି ପୁତ୍ର ଲୁଚିବା ନିମନ୍ତେ ଦୌଡ଼ିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।

Viz kapitola kopírovat

ଓଡିଆ ବାଇବେଲ

20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।

Viz kapitola kopírovat




1 ବଂଶାବଳୀ 21:20

Následuj nás:

Reklamy


Reklamy