1 ବଂଶାବଳୀ 21:30 - ପବିତ୍ର ବାଇବଲ30 ଦାଉଦ ପରମେଶ୍ୱରଙ୍କ ସହିତ କଥାବାର୍ତ୍ତା ନିମନ୍ତେ ପବିତ୍ର ତମ୍ବୁ ମଧ୍ୟକୁ ଯାଇପାରୁ ନ ଥିଲେ, କାରଣ ସେ ଭୟ କରୁଥିଲେ। ପରମେଶ୍ୱରଙ୍କ ଦୂତ ଓ ତାଙ୍କର ଖଡ଼୍ଗକୁ ଦାଉଦ ଅତ୍ୟନ୍ତ ଭୟ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍ଗ ସକାଶୁ ଭୀତ ହୋଇଥିଲେ। Viz kapitolaଓଡିଆ ବାଇବେଲ30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ। Viz kapitola |