1 ବଂଶାବଳୀ 21:4 - ପବିତ୍ର ବାଇବଲ4 କିନ୍ତୁ ଦାଉଦ ନିଜ ଜିଦ୍ରେ ଅଟଳ ରହିଲେ। ରାଜା ଯାହା ଆଦେଶ ଦେଲେ, ଯୋୟାବଙ୍କୁ ତାହା କରିବାକୁ ପଡ଼ିଲା। ତେଣୁ ଯୋୟାବ ଗଲେ ଓ ଇସ୍ରାଏଲର ସାରା ଦେଶ ମଧ୍ୟରେ ଲୋକମାନଙ୍କୁ ଗଣିଲେ। ଏହା ପରେ ଯୋୟାବ ଯିରୁଶାଲମକୁ ଫେରି ଆସିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା। Viz kapitola |