1 ବଂଶାବଳୀ 22:10 - ପବିତ୍ର ବାଇବଲ10 ଶଲୋମନ ଆମ୍ଭ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମୋର ପୁତ୍ର ହେବ ଏବଂ ଆମ୍ଭେ ତାହାର ପିତା ହେବା। ଏବଂ ଆମ୍ଭେ ଶଲୋମନର ରାଜ୍ୟକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇସ୍ରାଏଲ ଉପରେ ସଦାସର୍ବଦା ରାଜତ୍ୱ କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା। Viz kapitolaଓଡିଆ ବାଇବେଲ10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତ କାଳ ସ୍ଥାପନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’ Viz kapitola |