1 ବଂଶାବଳୀ 22:13 - ପବିତ୍ର ବାଇବଲ13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁସବୁ ବ୍ୟବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ୟ ହେବା ନିମନ୍ତେ ଯତ୍ନ କରିବ, ତେବେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ। Viz kapitolaଓଡିଆ ବାଇବେଲ13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ। Viz kapitola |