Online Bible

- Reklamy -




1 ବଂଶାବଳୀ 22:18 - ପବିତ୍ର ବାଇବଲ

18 ଦାଉଦ ଏହି ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ସହିତରେ ଅଛନ୍ତି। ସେ ତୁମ୍ଭକୁ ଶାନ୍ତିର ଏକ ସମୟ ପ୍ରଦାନ କରିଅଛନ୍ତି। ଆମ୍ଭମାନଙ୍କର ଚତୁର୍ଦ୍ଦିଗରେ ବାସ କରୁଥିବା ଲୋକମାନଙ୍କୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁ ଓ ତାଙ୍କର ଲୋକମାନଙ୍କର ଅଧୀନସ୍ଥ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।

Viz kapitola kopírovat

ଓଡିଆ ବାଇବେଲ

18 “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କ’ଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହଁନ୍ତି ? ଓ ସେ କ’ଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି ? ସେ ଦେଶ ନିବାସୀମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।

Viz kapitola kopírovat




1 ବଂଶାବଳୀ 22:18

Následuj nás:

Reklamy


Reklamy