1 ବଂଶାବଳୀ 22:3 - ପବିତ୍ର ବାଇବଲ3 ପ୍ରବେଶ ଦ୍ୱାରର କବାଟ ନିମନ୍ତେ କଣ୍ଟା ଓ କବଜା ନିର୍ମାଣ କରିବା ନିମନ୍ତେ ଦାଉଦ ଲୁହା ସଂଗ୍ରହ କଲେ ଏବଂ ସେ ଏତେ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ ଯେ, ତାହାକୁ ମପାଯାଇ ପାରିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ3 ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ। Viz kapitola |