Online Bible

- Reklamy -




1 ବଂଶାବଳୀ 22:8 - ପବିତ୍ର ବାଇବଲ

8 କିନ୍ତୁ ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭେ ଅନେକ ଯୁଦ୍ଧ କରିଅଛ ଓ ଅନେକ ଲୋକଙ୍କୁ ହତ୍ୟା କରିଅଛ। ତେଣୁ ତୁମ୍ଭେ ଆମ୍ଭ ନାମରେ ମନ୍ଦିର ନିର୍ମାଣ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ।

Viz kapitola kopírovat

ଓଡିଆ ବାଇବେଲ

8 ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ‘ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।

Viz kapitola kopírovat




1 ବଂଶାବଳୀ 22:8

Následuj nás:

Reklamy


Reklamy