Online Bible

- Reklamy -




1 ବଂଶାବଳୀ 23:17 - ପବିତ୍ର ବାଇବଲ

17 ଇଲୀୟେଷରଙ୍କ ଜ୍ୟେଷ୍ଠ ପୁତ୍ର ଥିଲେ ରହବିୟ। ଇଲୀୟେଷରଙ୍କ ଆଉ କୌଣସି ପୁତ୍ର ସନ୍ତାନ ନ ଥିଲେ। କିନ୍ତୁ ରହବିୟଙ୍କର ଅନେକ ପୁତ୍ର ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଷରର ଆଉ ପୁତ୍ର ନ ଥିଲେ, ମାତ୍ର ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

17 ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।

Viz kapitola kopírovat




1 ବଂଶାବଳୀ 23:17

Následuj nás:

Reklamy


Reklamy