Online Bible

- Reklamy -




1 ବଂଶାବଳୀ 23:22 - ପବିତ୍ର ବାଇବଲ

22 ଇଲୀୟାସର ଅପୁତ୍ରିକ ହୋଇ ମୃତ୍ୟୁବରଣ କଲେ। ତାଙ୍କର କେବଳ କନ୍ୟାମାନେ ଥିଲେ। ଇଲୀୟାସରଙ୍କ କନ୍ୟାମାନେ ସେମାନଙ୍କର ନିଜ ଆତ୍ମୀୟମାନଙ୍କୁ ବିବାହ କଲେ। କୀଶଙ୍କର ପୁତ୍ରମାନେ ସେମାନଙ୍କର ଆତ୍ମୀୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି ସେମାନଙ୍କ ଜ୍ଞାତି କୀଶ୍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।

Viz kapitola kopírovat

ଓଡିଆ ବାଇବେଲ

22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍‍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍‍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।

Viz kapitola kopírovat




1 ବଂଶାବଳୀ 23:22

Následuj nás:

Reklamy


Reklamy