1 ବଂଶାବଳୀ 23:24 - ପବିତ୍ର ବାଇବଲ24 ଏହିମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ସେମାନେ ସେମାନଙ୍କର ପରିବାର ଦ୍ୱାରା ତାଲିକାଭୁକ୍ତ ହୋଇଥିଲେ। ସେମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସେମାନେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ। Viz kapitolaଓଡିଆ ବାଇବେଲ24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ। Viz kapitola |