1 ବଂଶାବଳୀ 23:25 - ପବିତ୍ର ବାଇବଲ25 ଦାଉଦ କହିଥିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଶାନ୍ତି ପ୍ରଦାନ କରିଅଛନ୍ତି। ସଦାପ୍ରଭୁ ଯିରୁଶାଲମରେ ଚିରକାଳ ନିମନ୍ତେ ବାସ କରିବାକୁ ଆସିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ଦାଉଦ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି Viz kapitolaଓଡିଆ ବାଇବେଲ25 କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି, Viz kapitola |