1 ବଂଶାବଳୀ 23:27 - ପବିତ୍ର ବାଇବଲ27 ଇସ୍ରାଏଲୀୟମାନଙ୍କୁ ଦାଉଦଙ୍କର ଶେଷ ଆଦେଶ ଥିଲା ଲେବୀୟ ଗୋଷ୍ଠୀର ବଂଶଧରମାନଙ୍କୁ ଗଣିବାକୁ କହିବା। ଯେଉଁ ଲେବୀୟ ବ୍ୟକ୍ତି 20 ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ, ସେମାନେ ସେମାନଙ୍କୁ ଗଣନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 କାରଣ ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲୋକ ଗଣିତ ହେଲେ। Viz kapitolaଓଡିଆ ବାଇବେଲ27 କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ। Viz kapitola |