Online Bible

- Reklamy -




1 ବଂଶାବଳୀ 23:28 - ପବିତ୍ର ବାଇବଲ

28 ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରିବା ଲେବୀୟମାନଙ୍କ କାର୍ଯ୍ୟ ଥିଲା। ଲେବୀୟମାନେ ଆହୁରି ମଧ୍ୟ ମନ୍ଦିରର ପ୍ରାଙ୍ଗଣ ଓ ପାର୍ଶ୍ୱବର୍ତ୍ତୀ କୋଠରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସେମାନଙ୍କର କାର୍ଯ୍ୟ ଥିଲା। ପରମେଶ୍ୱରଙ୍କ ମନ୍ଦିରର ସେବା କରିବା କାର୍ଯ୍ୟ ସେମାନଙ୍କର ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କାରଣ ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;

Viz kapitola kopírovat

ଓଡିଆ ବାଇବେଲ

28 କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;

Viz kapitola kopírovat




1 ବଂଶାବଳୀ 23:28

Následuj nás:

Reklamy


Reklamy