1 ବଂଶାବଳୀ 23:29 - ପବିତ୍ର ବାଇବଲ29 ମନ୍ଦିରର ମେଜ ଉପରେ ବିଶେଷରୋଟୀ ରଖିବାର ଦାୟିତ୍ୱ ସେମାନଙ୍କର ଥିଲା। ଆହୁରି ମଧ୍ୟ, ସେମାନଙ୍କର ମଇଦା, ଶସ୍ୟ ନୈବେଦ୍ୟ ଓ ଖମୀରଶୂନ୍ୟ ରୋଟୀ ପ୍ରସ୍ତୁତ କରିବାର ଦାୟିତ୍ୱ ଥିଲା। ପିଠା ପାକ କରିବା ଓ ମିଶ୍ରିତ ନୈବେଦ୍ୟ ଉତ୍ସର୍ଗ କରିବା ଦାୟିତ୍ୱ ମଧ୍ୟ ସେମାନଙ୍କର ଥିଲା। ସେମାନେ ସବୁ ପ୍ରକାର ମାପ ତୌଲି କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହୁରି ଦର୍ଶନୀୟ-ରୋଟୀର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟନ୍ତ Viz kapitolaଓଡିଆ ବାଇବେଲ29 ଆହୁରି ଦର୍ଶନୀୟ-ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ; Viz kapitola |