Online Bible

- Reklamy -




1 ବଂଶାବଳୀ 23:31 - ପବିତ୍ର ବାଇବଲ

31 ବିଶେଷ ବିଶ୍ରାମବାର, ଅମାବାସ୍ୟାର ଉତ୍ସବ ଓ ସମସ୍ତ ବିଶେଷ ରୋଟୀମାନଙ୍କରେ ଲେବୀୟମାନେ ସବୁପ୍ରକାର ହୋମବଳି ପ୍ରସ୍ତୁତ କରୁଥିଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଦିନ ସେବାକାର୍ଯ୍ୟ କରୁଥିଲେ। ପ୍ରତିଥର କେତେଜଣ ଲେବୀୟ ସେବାକାର୍ଯ୍ୟ କରିବେ, ଏଥିନିମନ୍ତେ ବିଶେଷ ନିୟମମାନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ଵନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;

Viz kapitola kopírovat

ଓଡିଆ ବାଇବେଲ

31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;

Viz kapitola kopírovat




1 ବଂଶାବଳୀ 23:31

Následuj nás:

Reklamy


Reklamy