Online Bible

- Reklamy -




1 ବଂଶାବଳୀ 23:32 - ପବିତ୍ର ବାଇବଲ

32 ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏହେତୁ ସେମାନେ ସମାଗମ-ତମ୍ଵୁର ରକ୍ଷଣୀୟ ଓ ପବିତ୍ର-ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।

Viz kapitola kopírovat

ଓଡିଆ ବାଇବେଲ

32 ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।

Viz kapitola kopírovat




1 ବଂଶାବଳୀ 23:32

Následuj nás:

Reklamy


Reklamy